ବଡଖବର : ଅର୍ଦ୍ଧେନ୍ଦୁ ଙ୍କୁ ଗିରଫ କଲା ଇଓଡବ୍ଲୁ
ବଡ ଖବର ର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କ ନାଁରେ ୯୨ଲକ୍ଷ ୪୭ହଜାର ୭୦ଟଙ୍କାର ଠକେଇ ଅଭିଯୋଗ ଘନୀଭୂତ ହେବାକୁ ଲାଗିଛି । ବର୍ତମାନ ଅର୍ଦ୍ଧେନ୍ଦୁ ଙ୍କ ଗିରଫ ନେଇ ଇଓଡବ୍ଲୁ ଏସପି ଦିଲ୍ଲୀପ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି । ଗତକାଲି ଇଓଡବ୍ଲୁ ପକ୍ଷରୁ ଅର୍ଦ୍ଧେନ୍ଦୁ ଦାସଙ୍କୁ ଧରିବା ଲାଗି ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ସୂଚନା ମୁତାବକ ଗତକାଲି ଭୋର୍ ପ୍ରାୟ ୪ଟା ବେଳେ ତଦନ୍ତକାରୀ ଡିଏସ୍ପିଙ୍କ ନେତୃତ୍ବରେ ୫ଜଣିଆ ଟିମ୍ ଶ୍ରୀ ଦାସଙ୍କ ଜାଗମରାସ୍ଥିତ … Read more