ନିୟମିତ ସକାଳୁ ଖାଆନ୍ତୁ ବୁଟ : ମିଳିବ ଏହି ସବୁ ଫାଇଦା

ପ୍ରତି ଘରେ ସମସ୍ତେ ବୁଟରେ ବିଭିନ୍ନ ପ୍ରକାର ସ୍ୱାଦିଷ୍ଟ ଖାଦ୍ୟ ପ୍ରସ୍ତୁତ କରି ଖାଉଥିବେ ଆପଣ । ଏଥିରୁ ସୁଆଦିଆ ଖାଦ୍ୟ ପ୍ରସ୍ତୁତ ହେବା ସହିତ, ଏହା ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଉପକାରୀ । ଏହା ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ଦୂର କରିବାରେ ସାହାଯ୍ୟ କରେ । ପ୍ରତିଦିନ ସକାଳୁ କମେିତି ଖାଇବେ କଣ କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ ଆସନ୍ତୁ ଜାଣିବା । ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ କହିବା ଅନୁଯାୟୀ ଏହାକୁ ବତୁରାଇ ଖାଇବା ସ୍ୱାସ୍ଥ୍ୟ ପକ୍ଷେ ବହୁତ … Read more