ମମିତା ମହେର ହତ୍ୟା ଘଟଣାରେ ସରକାରଙ୍କ ଷ୍ଟାଟସ୍ ରିପୋର୍ଟ ଦାଖଲ
କଟକ – ବହୁ ବାଦ ବିବାଦ ପରେ ଆଜି ମମିତା ମେହେର ହତ୍ୟା ମାମଲାରେ ତଦନ୍ତର ଅଗ୍ରଗତି ସମ୍ପର୍କରେ ସରକାର ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କରିଛନ୍ତି । ଆଜି ଜଷ୍ଟିସ ବିଶ୍ୱଜିତ ମହାନ୍ତିଙ୍କୁ ନେଇ ଗଠିତ ଖଣ୍ଡପୀଠରେ ମମିତାଙ୍କ ବାପା ସୁଚନ୍ଦ୍ର ମେହେର ଓ ଭାଇ ବଣ୍ଟି ମେହେରଙ୍କ ଆବେଦନର ଶୁଣାଣି ସମୟରେ ସରକାରଙ୍କ ତରଫରୁ ମୁଦା ଲଫାପାରେ ତଦନ୍ତର ଷ୍ଟାଟସ୍ ରିପୋର୍ଟ ଦାଖଲ କରାଯାଇଥିଲା । କିନ୍ତୁ ଏ ପର୍ଯ୍ୟନ୍ତ ମନ୍ତ୍ରୀଙ୍କୁ ପକ୍ଷଭୁକ୍ତ କରାଗଲାନାହିଁ … Read more